BREAKING
ଓଡ଼ିଶାରେ ପ୍ରାଗୈତିହାସିକ ସଭ୍ୟତାର ପଦଚିହ୍ନ: ମିଳିଲା ଆଦିମ ମଣିଷ ବସବାସର ପ୍ରମାଣ, ବଦଳିଯିବ କି ପୂର୍ବ ଭାରତର ଇତିହାସ?‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସ

ଜେଇଇ ମେନ୍ ପରୀକ୍ଷା ସ୍ଥଗିତ।

ନୂଆଦିଲ୍ଲୀ,୪।୫: ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଜେଇଇ ମେନ୍‌ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ମେ’ ସେସନକୁ ସ୍ଥଗିତ ରଖାଯାଇଥିବା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଏପ୍ରିଲ ସେସନ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଥିଲା।

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡକ୍ଟର ରମେଶ ପୋଖରିଆଲ ନିଶଙ୍କ ଟୁଇଟ୍‌ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଫେବୃଆରୀ ଏବଂ ମାର୍ଚ୍ଚରେ ଜେଇଇ-ମେନ ପରୀକ୍ଷା ହୋଇଛି। ଗତ ଏପ୍ରିଲ ୨୭, ୨୮ ଏବଂ ୩୦ରେ ପରୀକ୍ଷା ଅନୁଷ୍ଠିତ ହେବାର ଥିଲା। କିନ୍ତୁ କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ଏବେ କରୋନା ପରିସ୍ଥିତି ଆହୁରି ସଙ୍ଗିନ ହୋଇପଡ଼ିଥିବାରୁ ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଛି।