BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପ୍ରକାଶ ପାଇଲା ଜେଇ ମେନ୍ ପରୀକ୍ଷା ଫଳ

ନୂଆଦିଲ୍ଲୀ : ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ପକ୍ଷରୁ ହୋଇଥିବା ମିଳିତ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ ସେସନ ୨ର ୨୦୨୩ ଫଳାଫଳ ଶନିବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ଏନ୍‌ଟିଏର ଅଫିସିଆଲ ଓ୍ବେବସାଇଟ୍‌ jeemain.nta.nic.in କୁ ଯାଇ ନିଜର ମାର୍କ ଚେକ୍‌ କରିପାରିବେ। ଏପରିକି ଲଗିନ୍‌ କରିବା ସମୟରେ ଛାତ୍ରୀଛାତ୍ର ନିଜ ରେଜିଷ୍ଟ୍ରେସନ ନମ୍ବର କିମ୍ବା ରୋଲ୍‌ ନମ୍ବର ଦାଖଲ କରି ନିଜ ରେଜଲ୍ଟ ପାଇପାରିବେ।