BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଝାରସୁଗୁଡାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ମାର୍ଟ ହେଲଥ୍‌ କାର୍ଡ ସୋମବାର ଝାରସୁଗୁଡାରେ ଶୁଭାରମ୍ଭ କରିଛନ୍ତି । ଭର୍ଚୁଆଲ ଜରିଆରେ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ସ୍ମାର୍ଟ କାର୍ଡ ଗରିବ ଶ୍ରେଣୀର ଲୋକଙ୍କ ଦୁଃଖ ଦୂର କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରାୟ ୧.୧୬ ଲୋକେ ସ୍ମାର୍ଟକାର୍ଡ ସେବାର ସୁବିଧା ପାଇବେ । ଏହା ସହିତ ଜିଲାକୁ ମୁଖ୍ୟମନ୍ତ୍ରୀ ୩୧୨ କୋଟି ଟଙ୍କାର ଭେଟି ଦେଇଛନ୍ତି।

ଜିଲାରେ ଥିବା ହୀରାକୁଦ ବିସ୍ଥାପିତ ଲୋକଙ୍କୁ ସରକାର ଖୁବଶୀଘ୍ର ଜମିଡିହ ଯୋଗାଇ ଦେବେ। ଜିଲା ବିକାଶ କ୍ଷେତ୍ରରେ ଆଗେଇବା ସହିତ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହିତ ବ୍ରଜରାଜନଗର ବିଧାୟକ ଉପସ୍ଥିତ ଅଛନ୍ତି ।