BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଖଣ୍ଡଗିରିରେ ୩୦ ରୁ ନାଚିବ ୫ଟି ଯାତ୍ରା ପାର୍ଟି

ଭୁବନେଶ୍ୱର : ଆସନ୍ତା ମାଘସପ୍ତମୀରୁ ଖଣ୍ଡଗିରିରେ ପ୍ରସିଦ୍ଧ କୁମ୍ଭମେଳା ଆରମ୍ଭ ହେବ। ଏହି ଉପଲକ୍ଷେ ଯାତ୍ରାକୁ ଅନୁମତି ମିଳିଛି।୩୦ ତାରିଖରୁ ୫ଟି ପେଣ୍ଡାଲରେ ଯାତ୍ରା ପାର୍ଟି ନାଟକ ପରିବେଷଣ କରିବେ।କରୋନା ଗାଇଡ୍‌ଲାଇନ୍‌ ଅନୁଯାୟୀ, ପ୍ରସିଦ୍ଧ ଖଣ୍ଡଗିରି ମେଳା ଚାଲିବ ବୋଲି ଶନିବାର ବିଏମ୍‌ସି ପକ୍ଷରୁ ଅନୁମତି ମିଳିଛି। ପୂରା କରୋନା ନିୟମ ମାନି ଯାତ୍ରା ଚାଲିବ। ଯାତ୍ରା ପେଣ୍ଡାଲ ପ୍ରବେଶ ପଥରେ ଆୟୋଜକ ସାନିଟାଇଜର ରଖିବେ। ଯାତ୍ରା କମିଟି ସଦସ୍ୟ ଏବଂ ସ୍ବେଚ୍ଛାସେବୀମାନେ ସମ୍ପୂର୍ଣ୍ଣ କରୋନା ଟିକା ନେଇଥିବା ଜରୁରୀ। ନିୟମ ଅନୁଯାୟୀ, ଦର୍ଶକଙ୍କ ସିଟ୍‌ ବ୍ୟବସ୍ଥା ରହିବ। ଏଥିସହିତ ଅଗ୍ନି ନିର୍ବାପକ ଡଷ୍ଟବିନ୍‌ ଆଦି ରଖାଯିବା ବାଧ୍ୟତାମୂଳକ ବୋଲି ବିଏମ୍‌ସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।