BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଶପଥ ଗ୍ରହଣ କଲେ ମମତା ବାନାର୍ଜୀ।

କୋଲକାତା,୫।୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ତୃଣମୂଳ କଂଗ୍ରେସ ଅଧ୍ୟକ୍ଷା ମମତା ବାନାର୍ଜୀ ତୃତୀୟ ଥର ପାଇଁ ବୁଧବାର ୧୦ଟା ୪୫ରେ ଶପଥ ଗ୍ରହଣ କରିଛନ୍ତି। ରାଜଭବନରେ ରାଜ୍ୟପାଳ ଜଗଦୀପ୍‌ ଧାନଖାର ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କମ୍‌ ଅତିଥିଙ୍କୁ ଶପଥ ଗ୍ରହଣ ଉତ୍ସବରେ ସାମିଲ କରାଯାଇଥିଲା। ମଞ୍ଚରେ କେବଳ ମମତା ଏବଂ ରାଜ୍ୟପାଳ ଜଗଦୀପ୍‌ ଉପସ୍ଥିତ ଥିଲେ। ନବ ନିର୍ବାଚିତ ବିଧାୟକ ଏବଂ ମନ୍ତ୍ରୀମାନଙ୍କ ଶପଥ ଗ୍ରହଣ କରୋନା ମାର୍ଗଦର୍ଶିକାକୁ ପାଳନ କରି ମେ ୯ରେ ରବିନ୍ଦ୍ରନାଥ ଟାଗୋରଙ୍କ ଜନ୍ମ ଦିବସରେ ଆୟୋଜନ କରିବାକୁ ଦଳ ପକ୍ଷରୁ ସ୍ଥିର ହୋଇଛି।