BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କରୋନା ଟିକା ଫାଇଜରରେ ହୋଇପାରେ ବ୍ରେନ୍ ଷ୍ଟ୍ରୋକ

ୱାଶିଂଟନ,୧୪ ।୧: ଚାଇନା ସମେତ ସାରା ବିଶ୍ୱରେ କରୋନା ମହାମାରୀ ତାଣ୍ଡବ ରଚି ଚାଲିଛି । ଏହାଠାରୁ ଦୂରେଇ ରହିବାକୁ ଟିକାକରଣକୁ ସମସ୍ତେ ଆପଣେଇ ନେଇଛନ୍ତି । ହେଲେ ଏହାରି ଭିତରେ ୟୁଏସ ସେଣ୍ଟର ଫର ଡିଜିଜ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନସନ(ସିଡିସି) ଓ ଫୁଡ ଆଣ୍ଡ ଡ୍ରଗ୍ ଆଡମିନିଷ୍ଟ୍ରେଶନ(ଏଫଡିଏ) ଶୁକ୍ରବାର ଏମିତି ଏକ ତଥ୍ୟ ଦେଇଛି ଯାହା ସମସ୍ତଙ୍କୁ ଚମକାଇ ଦେଇଛି ।
ଆମେରିକା ସ୍ୱାସ୍ଥ୍ୟ ଏଜେନ୍ସି କହିଛି ଆମେରିକାର ଔଷଧ ନିର୍ମାତା ଫାଇଜର ଇଙ୍କ ଓ ଜର୍ମାନ ପାର୍ଟନର ବାୟୋଏନଟେକର ଅପଡେଟେଡ ଭାଇବଲେଣ୍ଟ କୋଭିଡ-୧୯ ସଟ ଯୋଗୁ ବରିଷ୍ଠ ନାଗରିକଙ୍କୁ ବ୍ରେନ୍ ଷ୍ଟ୍ରୋକର ବିପଦ ରହିଛି । ଏହାପରେ ବି ସିଡିସି ଲୋକଙ୍କୁ ଭ୍ୟାକ୍ସିନ ନେବାକୁ ପରାମର୍ଶ ଦେଇଛି ।