BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଅପ୍ରେଲ ୫ରୁ ଭର୍ଚୁଆଲ୍ ମୋଡରେ ଚାଲିବ ହାଇକୋର୍ଟ।

କଟକ ,୧।୪: କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ହାଇକୋର୍ଟ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଏପ୍ରିଲ୍‌ ୫ରୁ ଭର୍ଚୁଆଲ୍‌ ମୋଡ୍‌ରେ ହାଇକୋର୍ଟ ଚାଲିବ ବୋଲି ନିଷ୍ପତ୍ତି ନିଆଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶାବଳୀ ଆସିବା ପର୍ଯ୍ୟନ୍ତ ଭର୍ଚୁଆଲ ମୋଡ୍‌ରେ ଚାଲିବ। ତେବେ ମେଲ୍‌ ଏବଂ ଡପ୍‌ ବକ୍ସ ମାଧ୍ୟମରେ ମାମଲା ଫାଇଲିଂ କରିହେବା ବୋଲି ବୋଲି ହାଇକୋର୍ଟ ପକ୍ଷରୁ କୁହାଯାଇଛି।