BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପୁଣି ସପ୍ତାହେ ବଢିଲା ଦିଲ୍ଲୀ ଲକଡାଉନ୍।

ନୂଆଦିଲ୍ଲୀ,୧।୫ : ଦିଲ୍ଲୀରେ ଶେଷ ହେବ ନାହିଁ ଲକ୍‌ଡାଉନ। କୋଭିଡ୍‌ ଲକ୍‌ଡାଉନକୁ ଆହୁରି ଏକ ସପ୍ତାହ ବଢ଼ାଇ ଦିଆଯାଇଛି। ଏ ନେଇ ଶନିବାର ସନ୍ଧ୍ୟାରେ ଟୁଇଟ୍‌ କରି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ।

ଦେଶର ରାଜଧାନୀରେ ଅପ୍ରିଲ ୧୯ ତାରିଖରୁ ଲକ୍‌ଡାଉନ ଜାରି କରାଯାଇଛି। ଏହାକୁ ପୂର୍ବରୁ ମଧ୍ୟ ଏକ ସପ୍ତାହ ପାଇଁ ବୃଦ୍ଧି କରାଯାଇଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରୁ ୨୭ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩୭୫ ଜଣଙ୍କ ଜୀବନ ନେଇଛି କୋଭିଡ୍‌-୧୯। ଗତ ୧୩ ଦିନ ହେଲା ଦିଲ୍ଲୀରେ ଦୈନିକ ସଂକ୍ରମଣ ୨୦ ହଜାର ଉପରେ ରହିଛି। ଏହାକୁ ଦୃଷ୍ଟିରେ ରଖି ଲକ୍‌ଡାଉନ ଅବଧିକୁ ବଢ଼ାଇ ଦିଆଯାଇଛି।