BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ତପସ୍ବିନୀଙ୍କ ପାଇଁ ଗ୍ରୀଲ୍ ଭାଙ୍ଗିଦେଲେ ମହିଳା

ବ୍ରହ୍ମପୁର,୨୦ା୧୨: ଡାକ୍ତର ସୁମିତ ଏବଂ ତପସ୍ବିନୀଙ୍କ ପାରିବାରକ କଳହ ନୂଆଁ ମୋଡ଼ ନେଉଛି। ଗୋଟିଏ ପଟେ ନ୍ୟାୟ ଓ ନିଜ ଅଧିକାର ପାଇଁ ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶାଶୁ ଘର ଆଗରେ ବୋହୂ ତପସ୍ବିନୀ ଧାରଣା ଜାରି ରଖିଥିବା ବେଳେ ସୋମବାର ରାତିରେ ଏକ ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇଛି। ସ୍ଥାନୀୟ କିଛି ମହିଳା ତନସ୍ବିନୀଙ୍କୁ ନ୍ୟାୟ ଦାବି କରି ଡାକ୍ତର ସୁମିତଙ୍କ ଘର ମୁଖ୍ୟ ଗ୍ରୀଲ ଭାଙ୍ଗି ଭିତରେ ପଶିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କୁ ବୁଝାଶୁଝା କରୁଛି। ହେଲେ ମହିଳାମାନେ ତପସ୍ବିନୀଙ୍କୁ ଘରେ ରଖିବାକୁ ଜିଦ୍‌ ଧରି ବସିଛନ୍ତି।