BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରାଜଭବନରେ ମହାପ୍ରସାଦ ସେବନ କାର୍ଯ୍ୟକ୍ରମ, ଯୋଗଦାନ କଲେ ରାଜ୍ୟର ପ୍ରଥମ ମହିଳା ଡ. ଜୟଶ୍ରୀ କମ୍ଭମପାଟି

ଭୁବନେଶ୍ୱର : ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ରାଜଭବନସ୍ଥିତ ଅଭିଷେକ ହଲ୍‌ରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ମହାପ୍ରସାଦ ସେବନ କରି ପବିତ୍ର କାର୍ତ୍ତିକ ମାସ ପାଳନ କରିଛନ୍ତି । ରାଜ୍ୟର ପ୍ରଥମ ମହିଳା ଡ. ଜୟଶ୍ରୀ କମ୍ଭମପାଟି ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେI

ଶାନ୍ତ ଓ ଭକ୍ତିମୟ ପରିବେଶରେ ଅନୁଷ୍ଠିତ ହୋଇଥିବା ଏହି ଅବସରରେ ରାଜ୍ୟପାଳଙ୍କ କମିଶନର୍‌-ତଥା‌-ଶାସନ ସଚିବ ରୂପା ରୋଶନ ସାହୁ ଏବଂ ରାଜଭବନର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଯୋଗ ଦେଇ ମହାପ୍ରସାଦ ସେବନ କରିଥିଲେ।