BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ମାଲକାନଗିରି ଶିକ୍ଷକ ବସନ୍ତ କୁମାର ରଣା ପାଇବେ ଜାତୀୟ ଶିକ୍ଷକ ପୁରସ୍କାର

ଭୁବନେଶ୍ବର: କୁନି କୁନି ପିଲାଙ୍କୁ ଭଲ ପାଉଥିବା ଶିକ୍ଷକ ଓ ଶିକ୍ଷା କୁ ବୃତ୍ତି ଭାବେ ବାଛି ନେଇଥିବା ମାଲକାନଗିରି ଶିକ୍ଷକ ବସନ୍ତ କୁମାର ରଣା ୨୦୨୫ ମସିହା ପାଇଁ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର । ମାଲକାନଗିରି ଜିଲ୍ଲାର କନ୍ଦେଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟରତ ଶ୍ରୀଯୁକ୍ତ ବସନ୍ତ କୁମାର ରଣା ଚଳିତ ବର୍ଷ ପାଇଁ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି । ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ସଦା ସର୍ବଦା ଚେଷ୍ଟିତ ଏହି ଶିକ୍ଷକ ଛାତ୍ରଛାତ୍ରୀମାନଙ୍କ ପାଇଁ ଉତ୍ସର୍ଗୀକୃତ ।

ସେ ଏହି ପୁରସ୍କାର ପାଇଁ ୫୦୦୦୦ ଅର୍ଥ ରାଶି ଓ ମାନପତ୍ର ୦୫ ସେପ୍ଟେମ୍ବର ୨୦୨୫ ଦିନ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଗ୍ରହଣ କରିବେ ।