BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

୩ରୁ ମାଟ୍ରିକ ଖାତା ଦେଖା

କଟକ ,୨୦ା୩: ସୋମବାର ଶେଷ ହୋଇଛି ମାଟ୍ରିକ ପରୀକ୍ଷା। ଶେଷଦିନରେ ଛାତ୍ରୀଛାତ୍ରୀ ଗଣିତ ପରୀକ୍ଷା ଦେଇଥିଲେ। ଶାନ୍ତିଶୃଙ୍ଖଳାର ସହ ପରୀକ୍ଷା ସରିଥିବା ବୋର୍ଡ ସଭାପତି ରାମାଶିଷ ହାଜରା କହିଛନ୍ତି। ତେବେ ଆସନ୍ତା ୩ରୁ ମାଟ୍ରିକ ଖାତା ଦେଖାହେବ ବୋଲି ବୋର୍ଡ ସଭାପତି ସୂଚନା ଦେଇଛନ୍ତି। ମୋଟ୍‌ ୫୬ଟି କେନ୍ଦ୍ରରେ ଖାତା ଦେଖା ହେବ।

ସୂଚନାଯୋଗ୍ୟ, ମାର୍ଚ୍ଚ ୧୦ରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ଚଳିତବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ଫର୍ମ ପିଲିଫ କରିଥିଲେ। ମୋଟ ୩ ହଜାର ୨୧୮ ପରୀକ୍ଷା କେନ୍ଦ୍ର ହୋଇଥିଲା ବେଳେ ୩୧୬ଟି ନୋଡାଲ ସେଣ୍ଟର ବୋର୍ଡ ପକ୍ଷରୁ କରାଯାଇଥିଲା। ମାଓବାଦୀ ପ୍ରଭାବିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଥିଲା। ପରୀକ୍ଷାରେ କପି ରୋକିବାକୁ ବୋର୍ଡ ପକ୍ଷରୁ ସବୁ ପ୍ରକାର ପଦକ୍ଷେପ ନିଆଯାଇଥିଲା