BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ମାଟ୍ରିକ ପ୍ରଶ୍ନପତ୍ର ଲିକ୍, ବିଧାନସଭା ମୁଲତବୀ

ଭୁବନେଶ୍ୱର : ସୋମବାର ଆରମ୍ଭ ହୋଇଥିବା ବିଧାନସଭା ପ୍ରଶ୍ନକାଳରେ ବିରୋଧୀଙ୍କ ହୋ-ହଲ୍ଲା ଯୋଗୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖାଯାଇଛି। ମାଟ୍ରିକ ପ୍ରଶ୍ନପତ୍ର ଲିକ୍‌କୁ ନେଇ ଉଭୟେ ଭାଜପା ଏବଂ କଂଗ୍ରେସ ଗୃହ ମଧ୍ୟରେ ହଟ୍ଟଗୋଳ କରିଥିଲେ। ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ରଖିବାକୁ ଘୋଷଣା କରିଛନ୍ତି।