BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଲକ୍ଷଣ ବିହୀନ ରୋଗୀଙ୍କ ପାଇଁ ଆସିଲା ଔଷଧ।

ନୂଆଦିଲ୍ଲୀ : ଲକ୍ଷଣ ନଥିବା କିମ୍ବା ସାମାନ୍ୟ ଲକ୍ଷଣ ଥିବା କରୋନା ସଂକ୍ରମିତଙ୍କ ଚିକିତ୍ସା କ୍ଷେତ୍ରରେ ଆୟୁର୍ବେଦିକ ଔଷଧ ଆୟୁଷ ୬୪ ବେଶ ପ୍ରଭାବଶାଳୀ ହେଉଥିବା ଆୟୂଷ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର କୁହାଯାଇଛି। କେନ୍ଦ୍ରୀୟ ଆୟୁର୍ବେଦିକ ବିଜ୍ଞାନ ଗବେଷଣା ପରିଷଦ (ସିସିଆରଏଏସ୍‌) ଦ୍ବାରା ବିଭିନ୍ନ ଚେରମୂଳିରୁ ଏହି ଔଷଧ ପ୍ରସ୍ତୁତ କରାଯାଇଛି। ୧୯୮୦ରେ ମ୍ୟାଲେରିଆର ଉପଚାର ନିମନ୍ତେ ଏହି ଔଷଧ ପ୍ରସ୍ତୁତ କରାଯାଇଥିଲା। ଏବେ ଏଥିରେ କିଛି ପରିବର୍ତ୍ତନ କରାଯାଇ କରୋନା ପାଇଁ ବ୍ୟବହାର କରାଯାଉଛି। ଆୟୁଷ ୬୪କୁ ଜାତୀୟ ଔଷଧ ପରିଚାଳନା ମାନଦଣ୍ଡ ଆଧାରରେ ଅନୁମୋଦନ କରାଯାଇଛି। ଏହା ଉପରେ ବ୍ୟାପକ ଗବେଷଣା, ବୈଜ୍ଞାନିକ ଅନୁଧ୍ୟାନ କରାଯାଇଥିବା ଆୟୁଷ ମନ୍ତ୍ରଣାଳୟ କହିଛି।