BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ହୋଲିରେ ମୋ ବସ୍ ଚଳାଚଳ ବନ୍ଦ ରହିବ

ଭୁବନେଶ୍ୱର : ହୋଲିରେ ମୋ ବସ ଚଳାଚଳ ବନ୍ଦ ରହିବ । ବୁଧବାର ପୂର୍ବାହ୍ନରେ ରାଜଧାନୀ ଓ ରାଉରକେଲାରେ ମୋ ବସ୍‌ ଚଳାଚଳ ବନ୍ଦ ରହିବ । ତେବେ ଏହା ଅପରାହ୍ନରେ କାର୍ଯ୍ୟକ୍ଷମ ହୋଇଯିବ। ଏନେଇ କ୍ରୁଟ୍‌ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ସୂଚନା ଦିଆଯାଇଛି। ଏ ନେଇ ସୋସିଆଲ ମିଡିଆରେ ସଂଶୋଧିତ ସାରଣୀ ଅପ୍‌ଲୋଡ କରାଯାଇଛି ।
ସେହିପରି ଭୁବନେଶ୍ବରରେ ଚଳାଚଳ କରୁଥିବା ମୋ ଇ-ରାଇଡ ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି ।