BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ମୋଦିଙ୍କ ଭାଷଣ ବେଳେ ଟଳି ପଡିଲେ ମହିଳା।

କୋଲକାତା,୬।୪: ପଶ୍ଚିମବଙ୍ଗ କୁଚବିହାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗସ୍ତ କରିଛନ୍ତି। କୁଚବିହାରରେ ପହଞ୍ଚି ମୋଦି ସେଠାରେ ଆୟୋଜିତ ଏକ ଜନସଭାକୁ ସମ୍ଭୋଧିତ କରିଥିଲେ। ଏହି ସମୟରେ ସେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଥିଲେ। ମୋଦିଙ୍କ ଭାଷଣ ସମୟରେ ଭୀଷଣ ଗରମ ଯୋଗୁ ଜଣେ ବୃଦ୍ଧା ଅଚେତ ହୋଇପଡ଼ିଥିଲେ। ଏହାକୁ ଦେଖି ମୋଦି ଚିନ୍ତା ପ୍ରକାଶ କରିବା ସହ ଅଧାରୁ ନିଜ ଭାଷଣ ବନ୍ଦ କରିଦେଇଥିଲେ। ଏଥିସହ ଉକ୍ତ ବୃଦ୍ଧାଙ୍କୁ ପାଣି ପିଆଇବାକୁ ସେ ନିର୍ଦ୍ଦେଶ ଦେଇଥିଲେ। କେବଳ ସେତିକି ନୁହେଁ ନିଜ ଡାକ୍ତରୀ ଟିମ୍‌କୁ ମଧ୍ୟ ଉକ୍ତ ବୃଦ୍ଧାଙ୍କ ଯାଞ୍ଚ ପାଇଁ ପଠାଇଥିଲେ। ମୋଦିଙ୍କ ଏଭଳି କାର୍ଯ୍ୟ ପାଇଁ ସେଠାକାର ଜନତା ତାଙ୍କୁ ବେଶ୍‌ ପ୍ରଶଂସା କରିଛନ୍ତି।