BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଯବାନଙ୍କ ସହ ଦୀପାବଳି ମନାଇଲେ ମୋଦି

ଶ୍ରୀନଗର,୪।୧୧: ଯବାନଙ୍କ ସହ ଦୀପାବଳି ମନାଇବା ପାଇଁ ସୀମାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ଗୁରୁବାର ସକାଳ ୧୦.୩୦ ମିନିଟରେ ନୌସେରା ସେକ୍ଟରରେ ପହଞ୍ଚିଛନ୍ତି ।ଏହାପରେ ସାରେ ସୀମାରେ ଯବାନମାନଙ୍କ ସହ ଦୀପାବଳି ପାଳନ କରିବେ।

ସେଠାରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ପ୍ରଥମେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଆଜି ମୁଁ ମୋ ଯବାନଙ୍କ ପାଇଁ କୋଟି କୋଟି ଭାରତୀୟଙ୍କ ଆଶୀର୍ବାଦ ଆଣିଛି ବୋଲି ଯବାନମାନଙ୍କୁ ସମ୍ବୋଧିତ କରିବା ସମୟରେ ସେ କହିଛନ୍ତି। ପ୍ରତିବର୍ଷ ପ୍ରଧାନମନ୍ତ୍ରୀ ଯବାନମାନଙ୍କ ସହ ଦୀପାବଳି ପାଳନ କରିଥାନ୍ତି । ୨୦୧୪ ମସିହାରୁ ମୋଦି ପ୍ରଧାନମନ୍ତ୍ରୀ ଭାର ତୁଲାଇବା ପରଠାରୁ ଦୀପାବଳିରେ ସୀମା ଗସ୍ତ କରିଥାନ୍ତି।