BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ମୋଦି ପୁଣି ବିଶ୍ବର ନ° ୧ ଲୋକପ୍ରିୟ ନେତା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ବିଶ୍ୱ ନେତାଙ୍କୁ ନେଇ କରାଯାଇଥିବା ସର୍ବେକ୍ଷଣରେ ଲୋକପ୍ରିୟ ନେତା କ୍ଷେତ୍ରରେ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି । ମଣ୍ଣିଂ କନସଲ୍ଟ ସର୍ଭେ ହିସାବରେ ମୋଦିଙ୍କୁ ୭୫ ପ୍ରତିଶତ ରେଟିଂ ମିଳିଛି । ତାଙ୍କ ପରେ ମେକ୍ସିକୋର ରାଷ୍ଟ୍ରପତି ଆନ୍ଦ୍ରେ ମ୍ୟାନୁଏଲ ଲୋପେଜ ଓବ୍ରାଡୋର ୬୩ ପ୍ରତିଶତ ରେଟିଂ ସହ ଦ୍ୱିତୀୟ ସ୍ଥାନରେ ରହିଛନ୍ତି । ତାଙ୍କ ପଛକୁ ୫୪ ପ୍ରତିଶତ ରେଟିଂ ସହ ଇଟାଲୀ ପ୍ରଧାନମନ୍ତ୍ରୀ ମାରିୟୋ ଦ୍ରାଗି ତୃତୀୟ ସ୍ଥାନରେ ରହିଛନ୍ତି ।
ଏହି ସର୍ଭେରେ ବିଶ୍ୱର ୨୨ ଜଣ ନେତାଙ୍କୁ ସାମିଲ କରାଯାଇଥିଲା । ଯେଉଁଥିରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ୪୧ ପ୍ରତିଶତ ରେଟିଂ ସହ ପଞ୍ଚମ ସ୍ଥାନରେ ରହିଛନ୍ତି । ଏଥର ବାଇଡେନ ତଳକୁ ଖସି ଆସିଛନ୍ତି ।