BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ରାଜଧାନୀରେ ପୁଣି ହତ୍ଯା।

ଭୁବନେଶ୍ୱର,୫।୨(ବ୍ୟୁରୋ): ୨୪ ଘଣ୍ଟା ନ ପୂରୁଣୁ ରାଜଧାନୀରେ ଦୁଇ ଦୁଇଟି ହତ୍ୟାକାଣ୍ଡ। ଗୁରୁବାର ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ଦାସପୁର ନିକଟରେ ଜଣେ ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ମିଳିଥିବା ବେଳେ ଆଜି ଚନ୍ଦ୍ରଶେଖପୁର ଥାନା ଅନ୍ତର୍ଗତ ବିର୍ସାମୁଣ୍ଡା ବସ୍ତିରେ ଆଉ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ସ୍ତ୍ରୀ ମାମିନାଙ୍କୁ ପିଟିପିଟି ହତ୍ୟା କରିଛନ୍ତି ସ୍ବାମୀ ରଙ୍ଗଲାଲ ପୂର୍ତ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତ ସ୍ବାମୀଙ୍କୁ ପୋଲିସ ଗିରଫ କରିଛି।