BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପଞ୍ଚଭୂତରେ ବୀଲିନ ହେଲେ ବାପି’ଦା

ମୁମ୍ବାଇ : କିମ୍ବଦନ୍ତୀ ସଜ୍ଞୀତଜ୍ଞ ବାପି ଲାହିରୀଙ୍କୁ ତାଙ୍କ ପ୍ରିୟଜନଙ୍କ ଉପସ୍ଥିତିରେ ମୁମ୍ବାଇର ଭିଲେ ପାର୍ଲେରେ ଅନ୍ତିମ ସଂସ୍କାର କରାଯାଇଛି। ତାଙ୍କ ପୁଅ ବପ୍ପା ଲାହିରୀ ବାପାଙ୍କୁ ମୁଖାଗ୍ନି ଦେଇଥିଲେ। ଅଭିନେତ୍ରୀ ବିଦ୍ୟା ବାଲାନ, ଭୂଷଣ କୁମାର, ଶକ୍ତି କପୁର, ସୁନୀଲ ପାଲ, ଶାନ, ଉଦିତ ନାରାୟଣଙ୍କ ପରି ସେଲିବ୍ରିଟିମାନେ ବାପି ଦା’ଙ୍କୁ ଅନେକ ଭାବପ୍ରବଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ମଙ୍ଗଳବାର ବିଳମ୍ବିତ ରାତିରେ ବାପି ଦା’ଙ୍କର ଦେହାନ୍ତ ହୋଇଥିଲା। ତାଙ୍କର ପରଲୋକ ସଙ୍ଗୀତ ଶିଳ୍ପ ପାଇଁ ଏକ ବଡ଼ କ୍ଷତି । ୭୦ରୁ ୮୦ ଦଶକରେ ସେ ମ୍ୟୁଜିକ ଇଣ୍ଡଷ୍ଟ୍ରିରେ ରାଜ କରୁଥିଲେ। ନିଜ ଡିସ୍କୋ ମ୍ୟୁଜିକ ଜରିଆରେ ପୂରା ସଙ୍ଗୀତ ଜଗତକୁ ଦୋହଲାଇ ଦେଇଥିଲେ। ସେ ଅନେକ ଚଳଚ୍ଚିତ୍ରରେ ତାଙ୍କର ସଙ୍ଗୀତ ଦେଇଥିଲେ। ତାଙ୍କର ଅନେକ ଗୀତ ଏବେବି ଲୋକଙ୍କ ଓଠରେ ରହିଥାଏ।