BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ମୁଣ୍ଡଳୀ ହାତୀ ମୃତ୍ୟୁର ଆସିଲା ରିପୋର୍ଟ।

କଟକ ,୭ା୧୦: ମୁଣ୍ଡଳି ଦନ୍ତାହାତୀ ମୃତ୍ୟୁ ଘଟଣାର ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ମାନସିକ ଆଘାତ ଯୋଗୁ ହାତୀର ମୃତ୍ୟୁ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ମୃତ୍ୟୁର ୩ ଦିନ ଅର୍ଥାତ ୭୨ ଘଣ୍ଟା ପୂର୍ବରୁ ହାତୀର ମୃତ୍ୟୁ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ଏନେଇ ସାଲେପୁର ବ୍ଲକ ପ୍ରାଣୀସମ୍ପଦ ଅଧିକାରୀ ବନବିଭାଗକୁ ରିପୋର୍ଟ ଦେଇଛନ୍ତି।

ସୂଚନାଯୋଗ୍ୟ, ମହାନଦୀର ମୁଣ୍ଡଳି ବ୍ୟାରେଜ୍‌ରେ ସେପ୍ଟେମ୍ବର ୨୪ରେ ହାତୀଟି ଫସି ରହିଥିଲା। ଏହି ହାତୀକୁ ଉଦ୍ଧାର କରିବା ପାଇଁ ଯାଇଥିବା ଯୁବ ସାମ୍ବାଦିକ ଅରିନ୍ଦମ ଦାସ, ଓଡ୍ରାଫ ଟିମ୍‌ର ସୀତାରାମ ମୁର୍ମୁଙ୍କ ଜୀବନ ଯାଇଥିଲା। ତେବେ ୨୬ ତାରିଖରେ ଦନ୍ତାର ମୃତଦେହ ଯୋବ୍ରା ଆନିକଟ ନିକଟରେ ଠାବ କରାଯାଇଥିଲା। ସେହିପରି ୨୮ ତାରିଖରେ ବ୍ୟବଚ୍ଛେଦ ପାଇଁ ପଠାଯାଇଥିଲା।