BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଓଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ରାଜ୍ୟ ସରକାର ବରିଷ୍ଠ ଓଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍‌ ଦୁର୍ଗାପ୍ରସାଦ ମହାପାତ୍ରଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଥିବା ବେଳେ ସେଠାରେ ଥିବା ପ୍ରତାପ କୁମାର ମିଶ୍ରଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ, ବିଭୂତି ଭୂଷଣ ମିଶ୍ରଙ୍କୁ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଅତିରିକ୍ତ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ଅନ୍ୟପକ୍ଷରେ ପ୍ରଦୀପ କୁମାର ନାୟକ-୨ଙ୍କୁ ବୋର୍ଡ ଅଫ୍‌ ରେଭିନ୍ୟୁଙ୍କ ଭୁବନେଶ୍ୱରସ୍ଥିତ ଅତିରିକ୍ତ ରିଭିଜିନାଲ କୋର୍ଟକୁ ଅତିରିକ୍ତ କମିଶନର ଭାବେ ବଦଳି ହୋଇଛି।