BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ।

ଭୁବନେଶ୍ୱର,୨୬/୧ : ଆଜି ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ଗାନ୍ଧୀମାର୍ଗରେ ମୁଖ୍ୟ ଅତିଥି ଭାବେ ପ୍ରଫେସର ଗଣେଶୀ ଲାଲ ଓ ସମ୍ମାନିତ ଅତିଥି ଭାବେ ମୁଖ୍ୟମମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଛନ୍ତି। ରାଜ୍ୟପାଳଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ ହେବା ପରେ ରାଜ୍ୟସ୍ତରୀୟ ପରେଡ୍‍ ଅନୁଷ୍ଠିତ ହୋଇ ସାରିଛି। ଅଭିବାଦନ ଗ୍ରହଣ କରିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ। ଚଳିତ ବର୍ଷ ପରେଡ୍‍ ର ନେତୃତ୍ୱ ନେଇଛନ୍ତି କେସିଙ୍ଗା ଏସଡିପିଓ ଏସ୍‍ .ସୁଶ୍ରୀ। ରାଜ୍ୟସ୍ତରୀୟ ପରେଡ୍‍ ରେ ୧୪ଟି କଣ୍ଟିନଜେଣ୍ଟ ଅଂଶ ଗ୍ରହଣ କରିଛନ୍ତି।