ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଓଡିଶା ସରକାରଙ୍କ ଉନ୍ନତି ମୂଳକ କାର୍ଯ୍ୟର ମଙ୍ଗ ଧରିଥିବା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି. କେ. ପାଣ୍ଡିଆନଙ୍କୁ ସମ୍ମାନଜନକ ପ୍ରେସିଡେଣ୍ଟ ଆଓ୍ବାର୍ଡ ମିଳିଛି। ଅନ୍ତର୍ଜାତୀୟ ହକି ମହାସଂଘ (ଏଫଆଇଏଚ୍) ପକ୍ଷରୁ ଶନିବାର ଏହି ପୁରସ୍କାର ପ୍ରଦାନ କରାଯାଇଛି। ହକିର ପ୍ରଚାର ପ୍ରସାର ଦିଗରେ ତାଙ୍କର ଉଲ୍ଲେଖନୀୟ ଅବଦାନ ନେଇ ତାଙ୍କୁ ଏହି ପୁରସ୍କାର ମିଳିଛି। ଭିଡିଓ କନଫରେନ୍ସ ଜରିଆରେ ଏଫଆଇଏଚ୍ର ୪୭ତମ ସମ୍ମିଳନୀରେ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଏନେଇ ହକି ଇଣ୍ଡିଆ ପକ୍ଷରୁ ଟୁଇଟ୍ କରି ପାଣ୍ଡିଆନଙ୍କୁ ଶୁଭେଚ୍ଛା ଜଣାଯାଇଛି।
BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର