BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ସୁନୀଲ କୁମାର ବ°ଶଲ ହେବେ ନୂତନ ଡିଜିପି

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ସୁନୀଲ କୁମାର ବଂଶଲ ହେବେ ପୋଲିସ ମହାନିର୍ଦ୍ଦେଶକ। ବଂଶଲ ଡିଜିପି ହେବା ନେଇ ରାଜ୍ୟ ସରକାର ବୁଧବାର ଘୋଷଣା କରିଛନ୍ତି। ଡିଜିପି ଅଭୟଙ୍କ ଠାରୁ ସେ ଦାୟିତ୍ୱ ଗ୍ରହଣ କରିବେ। ଚଳିତ ମାସରେ ଡିଜିପି ଅଭୟ ଅବସର ନେବେ। ଡିସେମ୍ବର ୩୧ ତାରିଖରେ ଡିଜିପିଙ୍କ ଅଭୟଙ୍କ କାର୍ଯ୍ୟକାଳ ସରୁଛି । ସୁନୀଲ ୧୯୮୭ ବ୍ୟାଚର ବରିଷ୍ଠ ଆଇପିଏସ୍‌। ବର୍ତ୍ତମାନ ସେ ଗୁଇନ୍ଦା ବିଭାଗର ସ୍ବତନ୍ତ୍ର ନିର୍ଦ୍ଦେଶକ ଭାବେ ମୁମ୍ବାଇରେ କାର୍ଯ୍ୟରତ ଅଛନ୍ତି। ପୂର୍ବରୁ ସେ ମୟୂରଭଞ୍ଜର ଏସ୍‌ପି ଥିଲେ। ବହୁ ଦିନ ପୂର୍ବରୁ ବଂଶଲ କେନ୍ଦ୍ରକୁ ଡେପୁଟେଶନରେ ଯାଇଛନ୍ତି। ଓଡ଼ିଶା ପୋଲିସ ପକ୍ଷରୁ ଏ ନେଇ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।