BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଏଥର ପ୍ୟାରେଡରେ ଭାଗନେବେ ୪୩ ରୁ ଉର୍ଦ୍ଧ୍ବ ଗ୍ରୁପ

ଭୁବନେଶ୍ବର : ସାଧାରଣତନ୍ତ୍ର ଦିବସ ପାଇଁ ମଙ୍ଗଳବାର ଗାନ୍ଧୀମାର୍ଗରେ ଫୁଲଡ୍ରେସ୍‌ ରିହର୍ସାଲ୍‌ ହୋଇଛି। କୋଭିଡ କଟକଣା ପରେ ଏଥର ୪୩ରୁ ଉର୍ଦ୍ଧ୍ବ ଟ୍ରୁପ ଭାଗ ନେବେ। ପୋଲିସ, ସଶସ୍ତ୍ର ବାହିନୀ, କମାଣ୍ଡୋ, ଆନ୍ଧ୍ର ପୋଲିସର ଗୋଟିଏ ଟ୍ରୁପ, ସିଭିଲିଆନଙ୍କ ଅଂଶ ଗ୍ରହଣ କରିବେ। ଏଥିସହ ରାଜ୍ୟର ଲୋକକଳା, ପାରମ୍ପାରିକ ବାଦ୍ୟ, ବାଘ ନାଚ, ଘୋଡା ନାଚ ଆଦି ପ୍ରଦର୍ଶନ କରାଯିବ। ଭୁବନେଶ୍ୱର ଡିସିପିଙ୍କ ନେତୃତ୍ୟରେ ଗାନ୍ଧୀମାର୍ଗରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯିବ। ୩୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୨ଶହ ଅଧିକାରୀ ନିୟୋଜିତ ହେବେ।