BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ ସଦସ୍ୟ (ଲିଗାଲ) ବିଶ୍ୱଜିତ ମହାନ୍ତିଙ୍କ ଶପଥ ଗ୍ରହଣ

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଶୈଳଶ୍ରୀ ବିହାରସ୍ଥିତ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ କାର୍ଯ୍ୟାଳୟରେ ବିଶ୍ୱଜିତ ମହାନ୍ତି ସଦସ୍ୟ ରୂପେ ପଦ ଓ ଗୋପାନୀୟତାର ଶପଥ ଗ୍ରହଣ କରିଛନ୍ତି । ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ ଅଧ୍ୟକ୍ଷ ଶ୍ରୀ ପ୍ରଦୀପ କୁମାର ଜେନା ଶ୍ରୀ ମହାନ୍ତିଙ୍କୁ ପଦ ଓ ଗୋପାନୀୟତାର ଶପଥ ପାଠ କରାଇଥିଲେ ।

ଏହି ଶପଥ ଗ୍ରହଣ ସମାରୋହରେ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗର ଅନ୍ୟ ସଦସ୍ୟଙ୍କ ସହିତ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ ଦେବ, ଓପିଟିସିଏଲ ନିର୍ଦ୍ଦେଶକ ବି ବି ମେହତା, ସାଇଦତ୍ତ ବିପ୍ଳବ କେଶରୀ ପ୍ରଧାନ, ଏମଡି ଗ୍ରୀଡ଼କୋ ତ୍ରିଲୋଚନ ପଣ୍ଡା, ଓଏଚ୍ପିସି ଡ଼ାଇରେକ୍ଟର, ପ୍ରମୁଖ ଉପସ୍ଥିତ ଥିଲେ।