BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରାଜ୍ୟରେ ଆଉ ଜଣେ ଓମିକ୍ରନ୍ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ ବ୍ୟକ୍ତି କୋଭିଡ-୧୯ର ଓମିକ୍ରନ ପ୍ରକରଣରେ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ ଓମିକ୍ରନ ପ୍ରକରଣରେ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧିପାଇଛି। ଏହି ବ୍ୟକ୍ତିଜଣ ସଂଯୁକ୍ତ ଆରବ ଏମିରେଟସରୁ ଫେରିଥିଲେ। ତାଙ୍କ ଘର କେନ୍ଦୁଝର ଜିଲାରେ ବୋଲି ସ୍ଥାନୀୟ ଇନଷ୍ଟିଚ୍ୟୁଟ ଅଫ ଲାଇଫ ସାଇନ୍ସ ପକ୍ଷରୁ କୁହାଯାଇଛି। ତାଙ୍କୁ ଚିକିତ୍ସା ନିମନ୍ତେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହା ପୂର୍ବରୁ ରାଜ୍ୟରେ ପ୍ରଥମେ ଦୁଇ ବିଦେଶ ଫେରନ୍ତା ଓମିକ୍ରନ ପ୍ରକରଣରେ ଆକ୍ରାନ୍ତ ଥିବା ଚିହ୍ନଟ ହେବାପରେ ଗତ ୨୩ ତାରିଖରେ ୨ଜଣ ନାବାଳିକା ଏବଂ ୨୬ ତାରିଖରେ ୪ଜଣ ଓମିକ୍ରନରେ ଆକ୍ରାନ୍ତ ଥିବା ଚିହ୍ନଟ ହୋଇଥିଲେ।