BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଓଡ଼ିଶାର ୧୮ ଜିଲ୍ଲାରେ ଝଡଡ଼ର୍ଷା ସମ୍ଭାବନା।

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ଓଡ଼ିଶାର ୧୮ଟି ଜିଲାକୁ ବଜ୍ରପାତ ସହ ବର୍ଷା ହେବା ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ ଓ ରାୟଗଡ଼ା ଜିଲାରେ ବଜ୍ରପାତ ହେବା ସହ ବର୍ଷା ହେବ। ସଂପୃକ୍ତ ଜିଲାବାସୀଙ୍କୁ ରବିବାର ସକାଳଯାଏ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ବାତ୍ୟା ୟାସ୍‌ ଆସିବା ପୂର୍ବରୁ ବିଭିନ୍ନ ସ୍ଥାନରେ ବର୍ଷା ସହ ବଜ୍ରପାତ ହେଉଛି। ଶୁକ୍ରବାର ବାଲେଶ୍ୱର, କେନ୍ଦୁଝର, ଗଞ୍ଜାମ ସମେତ ରାଜଧାନୀ ଭୁବନେଶ୍ୱରର କେତେକ ସ୍ଥାନରେ ବର୍ଷା ହୋଇଥିଲା।