BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ପାର୍ଲାମେଣ୍ଟରୁ ବହାରିଲେ ୪୦୦ ପଜିଟିଭ

ନୂଆଦିଲ୍ଲୀ,୯ ।୧: ରାଜଧାନୀ ଦିଲ୍ଲୀରେ ତାଣ୍ଡବ ରଚିଛି କରୋନା । ଏହି ସଂକ୍ରମଣ ପାର୍ଲାମେଣ୍ଟ ପର୍ଯ୍ୟନ୍ତ ପହଞ୍ଚିସାରିଲାଣି । ଜାନୁୟାରୀ ୬ ଓ ୭ରେ ପାର୍ଲାମେଣ୍ଟରେ କାମ କରୁଥିବା କର୍ମଚାରୀ, ସୁରକ୍ଷାକର୍ମୀଙ୍କ କରୋନା ଟେଷ୍ଟ କରାଯାଇଥିବା ବେଳେ ଏମାନଙ୍କ ମଧ୍ୟରୁ ୪୦୦ରୁ ଅଧିକଙ୍କ ରିପୋର୍ଟ ପଜିଟିଭ ଆସିଛି । ଏପଟେ ସାରା ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଗତ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ଥିଲା ୧,୪୧,୯୮୬ ଏହାକୁ ନେଇ ଏବେ ଦେଶରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪,୭୨,୧୬୯ରେ ପହଞ୍ଚିଛି । ଅନ୍ୟପଟେ ଦୈନିକ ସଂକ୍ରମଣ ସଂଖ୍ୟାରେ ମହାରାଷ୍ଟ୍ର ସବୁଠୁ ଆଗରେ ରହିଥିବା ସୂଚନା ରହିଛି ।