BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କମିଲା ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ,୩।୧୧: ଲଗାତାର ୭ ଦିନ ଧରି ତୈଳ ଦର ବୃଦ୍ଧି ଘଟିବା ପରେ ବୁଧବାର ଦେଶବାସୀଙ୍କୁ କିଛିଟା ଆଶ୍ୱସ୍ତୀ ଦେଇଛନ୍ତି କେନ୍ଦ୍ର ସରକାର। ପେଟ୍ରୋଲ ଓ ଡିଜେଲ ଉପରେ ଲଗାଯାଉଥିବା ଏକ୍ସାଇଜ୍‌ ଡ୍ୟୁଟିକୁ ଯଥାକ୍ରମେ ୫ ଓ ୧୦ ଟଙ୍କା ହ୍ରାସ କରାଯାଇଛି। ଫଳରେ ପୂରା ଦେଶରେ ଲିଟର ପିଛା ପେଟ୍ରୋଲ ଓ ଡିଜେଲ ଦର ହ୍ରାସ ପାଇବ। ବୁଧବାର ମଧ୍ୟରାତିରୁ ନୂଆ ଦର ଲାଗୁ ହେବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।