BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ପ୍ରଧାନମନ୍ତ୍ରୀ ନେଲେ କରୋନା ଟିକା।

ନୂଆଦିଲ୍ଲୀ,୧/୩(ଓଡ଼ିଆ ନ୍ୟୁଜ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଦିଲ୍ଲୀ ଏମ୍ସରେ ଭାରତ ବାୟୋଟେକର କୋଭାକ୍ସିନ୍ ଟିକା ନେଇଛନ୍ତି। ପୁଡୁଚେରୀର ସେବିକା ପି.ନିଭେଦା ଶ୍ରୀ ମୋଦୀଙ୍କୁ  ଟିକା ଦେଇଛନ୍ତି।ଏହି ଅବସରରେ ଭାରତରେ ନିର୍ମିତ ଟିକା ସୁରକ୍ଷିତ ଓ ନିରାପଦ ବୋଲି ଶ୍ରୀ ମୋଦୀ କହିଛନ୍ତି। ସମସ୍ତ ଯୋଗ୍ୟ ବ୍ୟକ୍ତିଙ୍କୁ ଟିକା ନେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ ଦେଇଛନ୍ତି। ଆସନ୍ତୁ ସମସ୍ତେ ମିଳିମିଶି ଦେଶକୁ କରୋନା ମୁକ୍ତ କରିବା ବୋଲି ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି।