BREAKING
ଓଡ଼ିଶାରେ ପ୍ରାଗୈତିହାସିକ ସଭ୍ୟତାର ପଦଚିହ୍ନ: ମିଳିଲା ଆଦିମ ମଣିଷ ବସବାସର ପ୍ରମାଣ, ବଦଳିଯିବ କି ପୂର୍ବ ଭାରତର ଇତିହାସ?‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସ

କ”ଗ୍ରେସ କର୍ମାଙ୍କୁ ପୋଲିସ ମାଡ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ମମିତା ହତ୍ୟା ମାମଲାକୁ ନେଇ ଝଡ଼ ଥମିବାର ନାଁ ଧରୁନି । ଗୋଟିଏ ପଟେ ୧୦ ଦିନ ହେଲାଣି ଗୃହ ସ୍ବାଭାବିକ ହୋଇପାରୁ ନ ଥିବା ବେଳେ ରାସ୍ତା ଉପରେ ଗର୍ଜୁଛନ୍ତି ବିରୋଧୀ। ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଗୁରୁବାର ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ରଣହୁଙ୍କାର ଦିଆଯାଇଥିବା ବେଳେ ଶୁକ୍ରବାର ଛାତ୍ର କଂଗ୍ରେସ ପକ୍ଷରୁ ଦିଆଯାଇଛି ହଲ୍ଲାବୋଲ ଡାକରା। ବିକ୍ଷୋଭ ପ୍ରଦର୍ଶନ କରୁଥିବା ଛାତ୍ର କଂଗ୍ରେସର ଶତାଧିକ କର୍ମୀ ବିଧାନସଭା ମୁହାଁ ହେଉଥିବା ବେଳେ ପୋଲିସ ଟାର୍ଗେଟର ଶିକାର ହୋଇଛନ୍ତି। ଏପରିକି ପୋଲିସ କଂଗ୍ରେସ କର୍ମୀଙ୍କୁ ପିଟିଛନ୍ତିି। ଏଥିରେ ବହୁ ସଂଖ୍ୟାରେ ଛାତ୍ର କଂଗ୍ରେସ କର୍ମୀ ଆହତ ହୋଇଛନ୍ତି। ଏହାର ପ୍ରତିବାଦରେ କଂଗ୍ରେସ କର୍ମୀ ମାଷ୍ଟର କ୍ୟାଣ୍ଟିନଠାରେ ରାସ୍ତା ଅବରୋଧ କରିଛନ୍ତି ।