BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

୨୧୦ ପୋଲିସ କର୍ମଚାରୀ କରୋନା ସ°କ୍ରମିତ।

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଉପରେ ରହୁଛି। ସବୁଠୁ ବଡ଼ କଥା ହେଲା ଟୁଇନ୍‌ ସିଟି ଅର୍ଥାତ୍‌ କଟକ ଓ ଭୁବନେଶର ପୋଲିସ ଶିବିରରେ ମଧ୍ୟ କରୋନା ପ୍ରବେଶ କରିଛି। କମିଶନରେଟ୍‌ ପୋଲିସର ୨୧୦ରୁ ଅଧିକ କରୋନା ସଂକ୍ରମିତ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ୨୧୦ରୁ ଅଧିକ ପୋଲିସ ସଂକ୍ରମିତ ହୋଇଥିବା ବେଳେ ୬୩ ଜଣ ସୁସ୍ଥ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ ଅଫିସର ର଼୍ୟାଙ୍କର କର୍ମଚାରୀ ଥିବା ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି।

ଏହି ସମସ୍ତ କର୍ମଚାରୀ ସେମାନଙ୍କ କର୍ତ୍ତବ୍ୟ ସମ୍ପାଦନ କରୁଥିବା ବେଳେ କରୋନାରେ ସଂକ୍ରମିତ ହୋଇଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୧ ଜଣ ଅଗ୍ନିଶମ କର୍ମଚାରୀ ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି।