BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

୨୧୬ ପୋଲିସ ଫାଣ୍ଡି ଦାୟିତ୍ୱ ରେ ରହିବେ ସଵ୍ ଇନ୍ସପେକ୍ଟର ।

 

ଓଡ଼ିଶା ପୋଲିସର ୨୧୬ଟି ଫାଣ୍ଡି ଦାୟିତ୍ୱ ରେ ଏଣିକି ସବ୍‌ଇନ୍‌ସପେକ୍ଟର ମାନେ ରହିବେ । ଏ ସମ୍ପର୍କୀୟ ପ୍ରସ୍ତାବ କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ସହକାରୀ ସଵ୍ ଇନ୍ସପେକ୍ଟର ମାନେ ଫାଣ୍ଡି ଦାୟିତ୍ୱ ରେ ରହୁଥିଲେ ।

କମିଶନରେଟ୍‌ ପୋଲିସ ଠାରୁ ଆରମ୍ଭ କରି ବିଭିନ୍ନ ଜିଲ୍ଲା ପୋଲିସ ଓ ରେଲୱେ ପୋଲିସ ଦ୍ବାରା ପରିଚାଳିତ ପୋଲିସ ଫାଣ୍ଡି ମାନଙ୍କରେ ସଵ୍ ଇନସପେକ୍ଟର ମାନଙ୍କୁ ନିଯୁକ୍ତି ଦିଆଯିବ।

ସବ୍ଇନ୍ସପେକ୍ଟର ମାନଙ୍କ ତାଲିମ ଓ ଅପରାଧ ଅନୁସନ୍ଧାନ ରେ ସେମାନଙ୍କ ଦକ୍ଷତା ଫାଣ୍ଡି ସ୍ତରରେ ଅପରାଧ ନିୟନ୍ତ୍ରଣ ରେ ବିଶେଷ ସହାୟକ ହେବ ବୋଲି ଆଶା କରାଯାଏ ।