BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

କମିଶନରେଟ୍ ପୋଲିସର ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୧।୧(ବ୍ୟୁରୋ): ଆଜି ହେଉଛି କମିଶନରେଟ ପୋଲିସର ପ୍ରତିଷ୍ଠା ଦିବସ। କମିଶନରେଟ ପୋଲିସ ୧୩ ପୂରି ୧୪ ବର୍ଷରେ ପାଦ ଥାପିଛି । ୨୦୦୮ ଜାନୁୟାରୀ ୧ରେ ଦ୍ବୈତନଗରୀ ଭୁବନେଶ୍ବର-କଟକକୁ ନେଇ ଗଠିତ ହୋଇଥିଲା । ୨୦୨୨ ପୋଲିସ ପାଇଁ ବଡ଼ ଚାଲେଞ୍ଜ ହେବ । କମିଶନରେଟ ପୋଲିସକୁ ଚଳିତବର୍ଷ ୩ଟି ନୂଆ ଥାନା ମିଳିଥିବା ବେଳେ, ଉଭୟ କଟକ ଓ ଭୁବନେଶ୍ବର ପାଇଁ ସ୍ବତନ୍ତ୍ର ଅପରାଧ ଶାଖା ଖୋଲା ଯାଇଛି । ଏହି ଅପରାଧ ଶାଖାରେ ସାଇବର ଠକେଇ ମାମଲାର ତଦନ୍ତ ହେବ ।