BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଖୁବଶୀଘ୍ର ପୁରଣ ହେବ କନେଷ୍ଟବଳ ପଦବୀ

ଭୁବନେଶ୍ୱର : ଓଡ଼ିଶାରେ ପୋଲିସରେ ଖାଲି ଥିବା କନେଷ୍ଟବଳ ପଦବୀ ମଧ୍ୟରୁ ୪,୭୯୦ଟି କନଷ୍ଟେବଳ ପଦବୀ ପୂରଣ ପାଇଁ ୪ଟି ପର୍ଯ୍ୟାୟରେ ଖୁବଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବ । ରାଜ୍ୟ ସରକାରଙ୍କ ପକ୍ଷରୁ ଶୁକ୍ରବାର ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହି କନଷ୍ଟେବଳମାନଙ୍କୁ ରାଜ୍ୟର ୩୪ ପୋଲିସ ଜିଲା ଓ କମିଶନରେଟ ପୋଲିସରେ ନିଯୁକ୍ତି ଦିଆଯିବ।