BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଅଜିତ ମଙ୍ଗରାଜ ହେଲେ କ°ଗ୍ରେସ ପ୍ରାର୍ଥୀ।

ପୁରୀ ,୨୯।୩: ଭାଜପା ଓ ବିଜେଡି ପରେ ପିପିଲି ଉପନିର୍ବାଚନ ପାଇଁ ଶେଷରେ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ତେବେ ଦଳ ଏଥର ପୁଣି ବରିଷ୍ଠ ନେତା ଅଜିତ ମଙ୍ଗରାଜଙ୍କ ଉପରେ ଭରସା କରି ତାଙ୍କୁ ପ୍ରାର୍ଥୀ କରିଛି। ୨୦୧୯ ସାଧାରଣ ନିର୍ବାଚନରେ ଅଜିତ ପିପିଲିରୁ ପ୍ରାର୍ଥୀ ହୋଇ ନିର୍ବାଚନ ଲଢ଼ିଥିଲେ। ଭାଜପାରୁ ଆଶ୍ରିତ ପଟ୍ଟନାୟକ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡିରୁ ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ରପ୍ରତାପ ଟିକେଟ ପାଇଛନ୍ତି। ପିପିଲିରେ ରୁଦ୍ର-ଆଶ୍ରିତ-ଅଜିତଙ୍କ ମଧ୍ୟରେ ତ୍ରିମୁଖୀ ଲଢ଼େଇ ହେବ ।