BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରାଜ୍ୟ ଯୁବ କଲ୍ୟାଣ ବୋର୍ଡ ଅଧ୍ୟକ୍ଷଙ୍କୁ ଶୁଭେଚ୍ଛାର ସୁଅ

ଭୁବନେଶ୍ୱର – ରାଜ୍ୟ ଯୁବ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ ଭାବେ ନବ ନିଯୁକ୍ତ ହୋଇଥିବା କୁନ ବିହାରୀ ଦାସଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି । ଆଜି ତାଙ୍କ କାର୍ଯ୍ୟାଳୟ ଠାରେ ଉତ୍ତର ବିଧାୟକ ସୁଶାନ୍ତ ରାଉତ, ବିଧାୟକ ପ୍ରଶାନ୍ତ ମୁଦୁଲି, କର୍ପୋରେଟର ମିହିର କୁମାର ରାଉତ, ଅମରେଶ ଜେନା, ପ୍ରୀତିନନ୍ଦା ରାଉତରାୟ, ମୋନାଲିସା ବେହେରା, ପୂର୍ବତନ କର୍ପୋରେଟର ସମରେନ୍ଦ୍ର ସାହୁ, ବିଜେଡି ଜିଲ୍ଲା ସମ୍ପାଦକ ଅନୁପ ଖୁିଣ୍ଟିଆ, ପଟିଆ ଗ୍ରାମ କମିଟି ସଭାପତି ଚିତ୍ତରଞ୍ଜନ ପାତ୍ର, ଇଞ୍ଜଣା ଗ୍ରାମ କମିଟି ସଭାପତି ପ୍ରଦୀପ ଦାସ, ଚନ୍ଦ୍ରଶେଖରପୁର ଜୟ ଜଗନ୍ନାଥ ପରିବାରର ମୁଖ୍ୟ ଭଗବାନ ଦାଶଙ୍କ ସହିତ ଜିଲ୍ଲା ପରିଷଦ ସଭ୍ୟ, ବିଭିନ୍ନ ସଂଗଠନ ମୁଖ୍ୟ, ଯୁବ ଓ ଛାତ୍ର ମାନେ ପହି ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ । ଶ୍ରୀଯୁକ୍ତ ଦାସ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଉପରେ ଅସ୍ଥା ପ୍ରକଟ କରି ଏଭଳି ଗୁରୁ ଦାୟିତ୍ୱ ଦେଇଥିବାରୁ ସେ ଅନ୍ତରରୁ କୃତଜ୍ଞତା ଜ୍ଞାପନ କରିଥିଲେ ।