BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବାଜି ମାରିଲା ବିଜେପି

ଭୁବନେଶ୍ୱର : ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେଡିର ଅବନ୍ତୀ ଦାସଙ୍କୁ ୯,୮୦୨ଖଣ୍ଡ ଭୋଟରେ ହରାଇ ବିଜୟ ମୁକୁଟ ପିନ୍ଧିଛନ୍ତି।

ମୋଟ୍‌ ୧୯ ରାଉଣ୍ଡ ତଥା ଅନ୍ତିମ ରାଉଣ୍ଡରେ ସୂରଜ ସୂର୍ଯ୍ୟବଂଶୀଙ୍କୁ ୮୦୦୯୦ ଖଣ୍ଡ ଭୋଟ୍‌ ମିଳିଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କୁ ୭୦୨୮୮ଖଣ୍ଡ, ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ୮୧୨୨ ଖଣ୍ଡ ଏବଂ କଂଗ୍ରେସର ବାବା ହରେକୃଷ୍ଣ ସେଠୀ ୩୫୩୩ ଖଣ୍ଡ ଭୋଟ୍‌ ପାଇଥିଲେ।