BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଓଡ଼ିଶାର ଦୁଇଜଣ ପୋଲିସ ଅଧିକାରୀଙ୍କୁ ରାଷ୍ଟ୍ରପତି ପଦକ।

ଭୁବନେଶ୍ୱର,୨୫।୧(ବ୍ୟୁରୋ) : ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଓଡ଼ିଶାର ୨ ଜଣ ପୋଲିସ ଅଧିକାରୀଙ୍କୁ ରାଷ୍ଟ୍ରପତି ପଦକ ମିଳିବ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ଘୋଷଣା କରିଛନ୍ତି। ଚଳିତବର୍ଷ ବିଭିନ୍ନ ବର୍ଗରୁ ଓଡ଼ିଶାରୁ ମୋଟ ୧୩ ଜଣଙ୍କୁ ମେଡାଲ ମିଳିବ। ସେଥିମଧ୍ୟରୁ ଓଡ଼ିଶାର ୨ ଜଣଙ୍କୁ ରାଷ୍ଟ୍ରପତି ପୋଲିସ ପଦକ ମିଳିବ। ଗୁଇନ୍ଦା ନିର୍ଦ୍ଦେଶାଳୟର ଗୁଇନ୍ଦା ନିର୍ଦ୍ଦେଶକ ରାଧାକ୍ରିଷନ ଶର୍ମା ଏବଂ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ଡେପୁଟି ସୁବେଦାର ବୁଦ୍ଧି ବାହାଦୂର ଥାପ୍ପାଙ୍କୁ ରାଷ୍ଟ୍ରପତି ପୋଲିସ ପଦକ ପ୍ରଦାନ କରାଯିବ।