ପୁରୀ: ଆସନ୍ତାକାଲି ତା ୩୦.୦୬.୨୦୨୫ ରିଖ, ସୋମବାର ଆଷାଢ଼: ଶୁକ୍ଳ ଚତୁର୍ଥୀ ଯୁକ୍ତ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବା ଏଣୁ ଦ୍ବିତୀୟ ଭୋଗମଣ୍ତପ ଭୋଗ ଶେଷ ହେବା ପରେ ଆପାତତଃ ରାତ୍ର ଘ.୯.୦୦ ଟିକା ଠାରୁ ବିଳମ୍ବିତ ରାତ୍ର ଘ.୨.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଜାରି କରାଯାଇଛି।
— Shree Jagannatha Temple Office, Puri (@SJTA_Puri) June 29, 2025