BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ପୁରୀରେ ମାଡିଚାଲିଲା କରୋନା।

ପୁରୀ , ୧୩।୪: ପୁରୀ ଜିଲାରେ ଦ୍ରୁତ ଗତିରେ ମାଡ଼ି ଚାଲିଛି କରୋନା। ମଙ୍ଗଳବାର ଜିଲାରୁ ୫୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଶ୍ରୀମନ୍ଦିରର ୨୩ ସେବାୟତ, କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଅଯାଇଛି।

ପୁରୀରେ ୭ ସେବାୟତ ଓ ସେମାନଙ୍କ ୩ ପରିବାର ସଦସ୍ୟ, ଜୋତା ଷ୍ଟାଣ୍ଡର ୮ ଓ ଶ୍ରୀମନ୍ଦିର ପ୍ରଶାସନର ୩ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି । ଜଗନ୍ନାଥ ଟେମ୍ପଲ ପୋଲିସ କର୍ମଚାରୀ ଓ ଜଣେ ମାଳିଙ୍କ ରିପୋର୍ଟ ପଜିଟିଭ ଆସିଛି। ଏଥିସହ ପୁରୀ ଷ୍ଟେଶନରୁ ଜଣେ ୧୩ ବର୍ଷୀୟା ନାବାଳିକା ପର୍ଯ୍ୟଟକ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ପୁରୀ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।