BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଚନ୍ଦନ ଯାତ୍ରା ପାଇଁ ପୁରୀରେ ୧୪୪ ଧାରା ଲାଗୁ ହେବ।

ପୁରୀ,୧୪।୫: ଚନ୍ଦନଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ୧୪୪ ଧାରା ଜାରି ହୋଇଛି। ଏ ନେଇ ସୂଚନା ଦେଇଛନ୍ତି ପୁରୀ ଏସ୍‌ପି। ନରେନ୍ଦ୍ର ପୁଷ୍କରିଣୀ ସହ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଅଞ୍ଚଳରେ ୧୪୪ ଧାରା ଲାଗୁ ହେବ। ପୁରୀ ସହରର ବିଭିନ୍ନ ସ୍ଥାନରେ ୧୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ। କୋଭିଡ କଟକଣା ମଧ୍ୟରେ ଚନ୍ଦନଯାତ୍ରା ଅନୁଷ୍ଠିତ ହେବ ବୋଲି ଜିଲା ଏସ୍‌ପି କହିଛନ୍ତି। ନିୟନ୍ତ୍ରଣ ପାଇଁ ୨ଟି ସ୍ବତନ୍ତ୍ର କଣ୍ଟ୍ରୋଲ ରୁମ୍‌ର ବ୍ୟବସ୍ଥା କରାଯାଇଛି । କଟକଣା ଉଲ୍ଲଂଘନ କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏଥିପାଇଁ ସ୍ବତନ୍ତ୍ର ଭାବେ ୨ଟି ଏନ୍‌ଫୋର୍ସମେଣ୍ଟ୍‌ ଟିମ୍‌ ଗଠନ କରାଯାଇଛି।