BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ପୁରୀ ବଡ଼ଦାଣ୍ଡରେ ଦୋକାନ ଦୁଇଦିନ ବନ୍ଦ ରହିବ

ପୁରୀ,୩୦।୧୨: ଶନିବାର ଓ ନୂଆବର୍ଷ ରବିବାର ପାଇଁ ଶ୍ରୀମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି । ଏ ନେଇ ଦିବ୍ୟାଙ୍ଗ, ବରିଷ୍ଠ ନାଗରିକ ଓ ସ୍କୁଲ ପିଲାଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରାଯାଇଛି। ଭିଡକୁ ଦୃଷ୍ଟିରେ ରଖି ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଜିଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।
ଅନ୍ୟପକ୍ଷେ ଦୁଇଦିନ ପୁରୀ ବଡ଼ ଦାଣ୍ଡରେ ସମସ୍ତ ଦୋକାନ ବନ୍ଦ ରହିବ । ମାର୍କେଟ ଛକ ଠାରୁ ବ୍ୟାରିକେଟ୍‌ ବ୍ୟବସ୍ଥା କରାଯାଇଛି ।
ଶୃଙ୍ଖଳିତ ନୀତି, ଗହଳି ନିୟନ୍ତ୍ରଣ, ଭକ୍ତଙ୍କ ବିଶ୍ରାମ, ପାନୀୟ ଜଳ ଯୋଗାଣ ପାଇଁ ବ୍ୟବସ୍ଥା ହୋଇଛି। ଜିଲାପାଳ ସମର୍ଥ ବର୍ମା ଏହି ସୂଚନା ଦେଇଛନ୍ତି ।