BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

୧୯ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଉପକୂଳ ଓଡ଼ିଶାରେ ଲଘୁଚାପ ସକ୍ରିୟ ରହିଛି। ଏହାର ପ୍ରଭାବରେ ସକାଳ ୪ଟାରୁ କଟକ, ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି। ଘଣ୍ଟା ପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ହେଉଛି। ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।