BREAKING
ଓଡ଼ିଶାରେ ପ୍ରାଗୈତିହାସିକ ସଭ୍ୟତାର ପଦଚିହ୍ନ: ମିଳିଲା ଆଦିମ ମଣିଷ ବସବାସର ପ୍ରମାଣ, ବଦଳିଯିବ କି ପୂର୍ବ ଭାରତର ଇତିହାସ?‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସ

ମେ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର : ମେ’ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ।
ରବିବାର ଏକ ସାକ୍ଷାତକାରରେ ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି, ମେ ତୃତୀୟ ସପ୍ତାହରେ ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବ । ସେହିପରି ମେ’ ଶେଷ ସପ୍ତାହ ସୁଦ୍ଧା  ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ।  ଖୁବଶୀଘ୍ର ଚୂଡାନ୍ତ ତାରିଖ ମଧ୍ୟ ଘୋଷଣା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି