BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ସାଲିଆ ସାହିରୁ ଦେଶୀ ମଦ ଜବତ

ଭୁବନେଶ୍ବର,୨୦।୯(ବ୍ୟୁରୋ):ଭୁବନେଶ୍ବର ସାଲିଆସାହିରେ ମଙ୍ଗଳବାର କମିଶନରେଟ୍‌ ପୋଲିସ ଚଢାଉ କରିଛି। ଏହି ଚଢାଉରେ ବିପୁଳ ପରିମାଣରେ ଦେଶୀ ମଦ ସହ ପ୍ରସ୍ତୁତ ସାମଗ୍ରୀ ପୋଲିସ ଜବତ କରିଛି । ଏଥିରେ ଡିସିପି ପ୍ରତୀକ ସିଂଙ୍କ ସମେତ ପୋଲିସର ସ୍ବତନ୍ତ୍ର ସ୍କ୍ବାଡ୍‌ ସାମିଲ ଥିଲେ। ଅନ୍ୟପଟେ ଦେଶୀ ମଦ କାରବାର ଓ ପ୍ରସ୍ତୁତ ଅଭିଯୋଗରେ କିଛି ଲୋକଙ୍କୁ କମିଶନରେଟ ପୋଲିସ ତାଗିଦ କରିଛି।