BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବରିଷ୍ଠ ନାଗରିକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଓ ପରିଚୟପତ୍ର ବଣ୍ଟନ

ଭୂବନେଶ୍ୱର: ସତ୍ୟନଗର ଲେଡିସ୍ ଫୋରମ୍ ତରଫରୁ ସ୍ଥାନୀୟ ରୟାଲ ଲାଗୁନ ଆପାର୍ଟମେଣ୍ଟରେ ବରିଷ୍ଠ ନାଗରିକଙ୍କୁ ପରିଚୟପତ୍ର ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ସତ୍ୟନଗର ଲେଡିସ୍ ଫୋରମର ସଦସ୍ୟା ଶୋଭେଦିତା ରୟ, ଦାଭିନ୍ଦର କୈର, କାଜଲ ମହାପାତ୍ର ଓ ଅବିନାଶ ଚୈଧୁରୀ ସଞ୍ଜୋଜନା କରିଥିଲେ। ଏହି ଅବସରରେ ୫୦ ଜଣ ବରିଷ୍ଠ ନାଗରିକଙ୍କୁ ପଞ୍ଜିକରଣ କରାଯାଇଥିଲା ଏବଂ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ନନ୍ଦନକାନନ ଥାନା ଅଧିକାରୀ ସେନାପତି ବାବୁ ବରିଷ୍ଠ ନାଗରିକ ପରିଚୟପତ୍ରର ବିଭିନ୍ନ ଉପକାରିତା ସମ୍ପର୍କରେ ଅବଗତ କରାଇଥିଲେ। କାର୍ଯ୍ୟକ୍ରମରେ ରୟାଲ ଲାଗୁନର ସମ୍ପାଦକ ଅଶୋକ କୁମାର ସାହୁ ସହଯୋଗ କରିଥିବା ବେଳେ ଲେଡିସ୍ ଫୋରମର ସମ୍ପାଦିକା ଅନୁରାଧା ଦାଶ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ।