BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ସାବିତ୍ରୀ ଅମାବାସ୍ୟା ଛୁଟି ମେ ମାସ ୨୭ ତାରିଖ ପରିବର୍ତ୍ତେ  ୨୬ ତାରିଖରେ ହେବ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।
ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା। ତେବେ ପୁରୀ  ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନ ମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ। ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଗଲା।